ଭୁବନେଶ୍ୱର : ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନେକ ନେତା, ମନ୍ତ୍ରୀ ହସ୍ପିଟାଲ ଯାଇ ତାଙ୍କୁ ସାକ୍ଷାତ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।