Spread the love

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ୬୧ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଅଧିକାରୀଙ୍କ ପ୍ରତ୍ୟାବର୍ତ୍ତନ କରାଯାଇଛି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟକୁ ଉନ୍ନୀତ ହୋଇଥିବା ଅଧ୍ୟାପକଙ୍କ ପ୍ରତ୍ୟାବର୍ତ୍ତନ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୬୧ ଅଧ୍ୟାପକଙ୍କୁ ବିଶ୍ବବିଦ୍ୟାଳୟରୁ ପ୍ରତ୍ୟାବର୍ତ୍ତନ କରାଯାଇ ସରକାରୀ ଡିଗ୍ରୀ ମହାବିଦ୍ୟାଳୟରେ ପଦ ସ୍ଥାପନ କରାଯାଇଛି।

Leave a Reply

Your email address will not be published. Required fields are marked *