ଭୁବନେଶ୍ବର: ଆସନ୍ତା ସୋମବାର (ଅଗଷ୍ଟ ୧୭)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍ ବାର୍ତ୍ତାରେ ସୂଚନା ଦିଆଯାଇଛି।