ଭୁବନେଶ୍ୱର : ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ବୁଧବାର ହାଇକୋର୍ଟ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ବାରମ୍ବାର ସୁଯୋଗ ସତ୍ତେ୍ୱ କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ନୋଟିସ୍ ଜାରି କରାଯାଇଛି। ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ କରିବାର ମଧ୍ୟ ଅଭିଯୋଗ ରହିଛି।