Spread the love

ପୁରୀ: ଆସନ୍ତାକାଲି ୨୦ ତାରିଖ ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *