Spread the love

ଭୁବନେଶ୍ବର: ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି।
ଏହି ଅବସରରୋ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ରାଜ୍ୟପାଳ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି।
ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ।’

Leave a Reply

Your email address will not be published. Required fields are marked *