Spread the love

ଭୁବନେଶ୍ୱର : ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୯ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୭୭୨ କୋଭିଡ୍‌ ଟେଷ୍ଟ ହୋଇଛି ।

ତେବେ କୋଭିଡରେ କେହି ପ୍ରାଣ ହରାଇ ନାହାନ୍ତି । ସୁସ୍ଥ ହୋଇଛନ୍ତି ୨୦୩ ଆକ୍ରାନ୍ତ । ରାଜ୍ୟରେ ମୋଟ ଆକ୍ଟିଭ କେସ ୨ହଜାର ୬୯୭କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *