Spread the love

ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ପ୍ରଧାନମନ୍ତ୍ରୀ। ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।

 

Leave a Reply

Your email address will not be published. Required fields are marked *