Spread the love

ଭୁବନେଶ୍ବର: ବହଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ଜାମିନ୍ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ହୋଇଛି। ଶ୍ରଦ୍ଧାଞ୍ଜଳି ବେହେରା ସିବିଆଇ କୋର୍ଟରେ ପିଟସନ ଦାଖଲ କରିଥିଲେ ବି ଶାରୀରିକ ଭାବେ ଅସୁସ୍ଥତା ଦେଖାଇ ହାଜର ହେଉ ନଥିଲେ। ସିବିଆଇ କ‌ୋର୍ଟରୁ ବାରମ୍ବାର ନୋଟିସ୍ ପରେ ମଧ୍ୟ ସେ ଏହାକୁ ଅଣଦେଖା କରୁଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ହାଇକୋର୍ଟରୁ ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି।

Leave a Reply

Your email address will not be published. Required fields are marked *