
ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ଏହି ଲଗ୍ନ ଧାର୍ଯ୍ୟ ହୋଇଛି । ଏହି ସମୟରେ ବଲାଙ୍ଗୀରବାସୀ ନୂଆ ଖାଇବେ । ତେବେ ପରମ୍ପରା ଅନୁସାରେ ଏହି ଦିନ ଇଷ୍ଠଦେବଙ୍କ ପାଖରେ ଏକ ସ୍ୱତନ୍ତ୍ର ପ୍ରକାରର ଧାନ ଲାଗି କରାଯାଇଥାଏ । ପରେ ଏହାକୁ ପ୍ରସାଦ ଭାବେ ସେବନ କରାଯାଇଥାଏ । ତେବେ ପାଟଣେଶ୍ୱରୀ ଏବଂ ମହାରାଜାଙ୍କ ରାଶି ନକ୍ଷତ୍ରକୁ ନେଇ ଲଗ୍ନ ବାହାରିଥାଏ ।
Post Views: 7