
ଅଭିଯୋଗ ଅନୁଯାୟୀ, ଅରୁଣ କୁମାର ଜେନା ୨୫ରୁ ଅଧିକ ଗ୍ରାହକଙ୍କୁ ବକେୟା ବିଲ୍ ବାବଦରେ ଡୁପ୍ଲିକେଟ୍ ବିଲ୍ ଦେଇ ପ୍ରାୟ ୧୫ ଲକ୍ଷ ଟଙ୍କା ସଂଗ୍ରହ କରିଥିଲେ। ଏହି ଟଙ୍କାକୁ ସେ ନିଜେ ହଡ଼ପ କରିଥିଲେ। ଏ ସଂପର୍କରେ ଜଣାପଡ଼ିବା ପରେ ଟାଟା ପାୱାରର ବାଲେଶ୍ୱର ସେକ୍ସନ୍ର ଅଧୀକ୍ଷଣ ଯନ୍ତ୍ରୀ ବାଲେଶ୍ୱର ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଆଜି ଅଜୟ କୁମାର ଜେନାଙ୍କୁ ଆଇଟିଆଇ ଅଞ୍ଚଳରେ ଥିବା ତାଙ୍କ ଘରୁ ଗିରଫ କରିଛି।
Post Views: 6