
ଏହାପରେ ପୀଡ଼ିତାଙ୍କୁ ଗୋପନରେ କୁମୁଟିମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ବେଆଇନ ଭାବେ ତାଙ୍କୁ ଔଷଧ ଦେଇ ଗର୍ଭ ନଷ୍ଟ କରିଥିବା ଅଭିଯୋଗ ହୋଇଛି । ଔଷଧ ଖାଇବା ପରେ ଝିଅ ଗୁରୁତର ହେବାରୁ ପରିବାର ଲୋକ ତାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଏହା ପରେ ଗର୍ଭ ନଷ୍ଟ ସମ୍ପର୍କରେ ଜଣା ପଡିଥିଲା । ସଂପୃକ୍ତ ଆୟୁଷ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ପୀଡ଼ିତାଙ୍କ ପରିବାର ଲୋକ । ତଦନ୍ତ ଚାଲିଥିବା ବେଳେ ପୋଲିସ ଘଟଣା ସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେଇନାହିଁ ।
Post Views: 6