Spread the love

ଭୁବନେଶ୍ୱର: ରାଜଧାନୀରେ ସୁନା ଦୋକାନୀଙ୍କୁ ଚୁନା ଲଗାଇଲେ ଲୁଟେରା। ପଟିଆ ଷ୍ଟେସନ ନିକଟ କଳାରାହାଙ୍ଗ ମା ମଙ୍ଗଳା ଜୁଏଲାରୀ ଦୋକାନରୁ ଲୁଟ ହୋଇଛି। ସଟର ତାଡ଼ି ସୁନା ଦୋକାନରୁ ଲୁଟପାଟ କରିଛନ୍ତି ଲୁଟେରା।

ତେବେ କେତେ ପରିମାଣରରେ ସୁନା ଅଳଙ୍କାର ଲୁଟ ହୋଇଛି ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ । ଗତକାଲି ବିଳମ୍ବିତ ରାତିରେ ଏପରି ଘଟଣା ଘଟିଛି । ଯାହାର ସମ୍ପୂର୍ଣ୍ଣ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଇନ୍ଫୋସିଟି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Leave a Reply

Your email address will not be published. Required fields are marked *