ତେବେ ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮.୪୭ ଫୁଟ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୪୨ ହଜାର ୧୯୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୬୧ ହଜାର ୨୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା ।