ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନଅରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।