ଉଲ୍ଲେଖଯୋଗ୍ୟ ଯେ, ସୋମବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୮.୩୯ ଫୁଟ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୩୫ ହଜାର ୬୪୬ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ୪ ଲକ୍ଷ ୩୦ ହଜାର ୯୪୨ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।