ପ୍ରତିବାଦରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଗାଁଲୋକେ ଖୁଣ୍ଟୁଣୀ ନରସିଂହପୁର ୬୫ନମ୍ୱର ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ରାସ୍ତା ଉପରେ ଟାୟାର ଜାଳି ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ ମାଣିଆବନ୍ଧ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।