
ମିଳିଥିବା ସୂଚନା ଆଧାରରେ ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଏକ କମ୍ପାନୀରେ ଗନ ମ୍ୟାନ ଭାବେ କାର୍ଯ୍ୟ କରେ । ପ୍ରସନ୍ନର ଦେହ ଖରାପ ଥିବାରୁ ସେ ତାର ଭଉଣୀ ମାଳତୀ ବାରିକକୁ ଟଙ୍କା ମାଗିଥିଲା । ସେ ନଦେବାରୁ ଭାଇ ପ୍ରସନ୍ନ ଉତକ୍ଷିପ୍ତ ହୋଇ ଭଉଣୀକୁ ନିଜ ବନ୍ଧୁକରୁ ଗୁଳି କରିଥିଲା । ଗୁଳିଟି ତଙ୍କର କାନ୍ଧ ତଳେ ବାଜି ଥିବାରୁ ଭଉଣୀ ମାଳତୀ ମୃତ୍ୟୁବରଣ କରିଛି ।