Spread the love

 

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବ ନାହିଁ ଘରୋଇ ବସ। ସକାଳ ୬ଟାରୁ ଗଡିବ ନାହିଁ ବୋଲି କୌଣସି ବସ । ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଅଲ ଓଡିଶା ବସ୍ ମାଲିକ ସଂଘର ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି।

ଗତ୨୭ ତାରିଖରେ ମଧ୍ୟ ବୈଠକରେ ବନ୍ଦ କରିବାକୁ ନେଇ ନିଷ୍ପତ୍ତି ନେଇଥିଲେ। ହେଲେ ସରକାର ଆଲୋଚନାକୁ ଡାକିଲେ ନାହିଁ କି ଦିଆଯାଇଥିବା ସ୍ମାରକ ପତ୍ର ମୁତାବକ କୌଣସି ଦାବି ସରକାର ମାନିଲେ ନାହିଁ। ତେଣୁ ଦାବି ପୂରଣ ନହେବା ପର୍ୟ୍ୟନ୍ତ ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ ସହ ଘରୋଇ ବସ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି ।

 

Leave a Reply

Your email address will not be published. Required fields are marked *