ତିନି ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ହତ୍ୟାକାରୀ ବାପା ବୁଧେଶ୍ୱର ସିଂହଙ୍କୁ ଗିରଫ କରିଛି। ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ଆଜି ଦିନ ପ୍ରାୟ ଏଗାରଟାରେ ଏହି ଘଟଣା ଘଟିଛି। ପୁଲିସ ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି।