
ସୂଚନାଯୋଗ୍ୟ ଚଳିତବର୍ଷ କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ରାଜ୍ୟ ବ୍ୟାପୀ ବୋଇତ ବନ୍ଦାଣ ଉତ୍ସବ ଓ ଡ଼ଙ୍ଗାଭସା ପାଳନ କରାଯିବ | ଏହି ଅବସରେର ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ପାରାଦୀପର ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ | ଏହି ଉତ୍ସବରେ ମହାମହିମ ରାଷ୍ଟ୍ରପତି ଯୋଗଦେବା ଲାଗି ଓଡ଼ିଶା ଆସିବାକୁ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି |