Skip to content

ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ସହିତ ଗ୍ରାମାଞ୍ଚଳରେ ଥିବା ଛୋଟଛୋଟ ମନ୍ଦିରମାନଙ୍କୁ ମୋ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତ ମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରା ଯାଇଥିଲା।