ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଜିଠାରୁ ରାଜ୍ୟରେ କୋହଲା ପାଗ ବଦଳିବା ସହିତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହୋଇଛି ।