Spread the love ଭୁବନେଶ୍ୱର : ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ଦ୍ୱାରା ଛାନବିନ୍ ଜାରି । Post navigation Post navigation ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ! ମହୁମାଛି ଆକ୍ରମଣରେ ୨ ମୃତ
ଭୁବନେଶ୍ୱର : ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ଦ୍ୱାରା ଛାନବିନ୍ ଜାରି । Post navigation