Spread the love

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ଥିବା ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ ହସ୍ପିଟାଲ ପରିସରରେ ନିର୍ମାଣ କାମ ଚାଲିଥିବା ବେଳେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ବିସ୍ଫୋରଣରେ ୩ରୁ ୪ ଜଣ କର୍ମଚାରୀ ସାମାନ୍ୟ ଆହତ ହୋଇଛନ୍ତି ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *