Spread the love ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଟ୍ରେନିଂ ବେଳେ ଜଣେ ହୋମଗାର୍ଡଙ୍କ ଜୀବନ ଯାଇଛି। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ। ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ଦିଆଯାଉଥିବା ବେଳେ ହୋମଗାର୍ଡ ବାସୁଦେବ ମାନସିଂଙ୍କ ମୃତ୍ୟୁ ଘଟିଛି। ତାଙ୍କର ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି। ସୂଚନା ଅନୁଯାୟୀ, ବାସୁଦେବ ଏୟାରଫିଲଡ ଥାନାରେ ଡ୍ୟୁଟି କରୁଥିଲେ। ସହିଦନଗର ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। Post navigation Post navigation ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା ନ୍ୟାୟ ଯାତ୍ରା ପାଇଁ ଓଡ଼ିଶାର ୧୦ ଜିଲ୍ଲା ଦେଇ ଛତିଶଗଡ଼ ଯିବେ ରାହୁଲ ଗାନ୍ଧୀ: ଶରତ ପଟ୍ଟନାୟକ
ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଟ୍ରେନିଂ ବେଳେ ଜଣେ ହୋମଗାର୍ଡଙ୍କ ଜୀବନ ଯାଇଛି। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ। ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ଦିଆଯାଉଥିବା ବେଳେ ହୋମଗାର୍ଡ ବାସୁଦେବ ମାନସିଂଙ୍କ ମୃତ୍ୟୁ ଘଟିଛି। ତାଙ୍କର ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି। ସୂଚନା ଅନୁଯାୟୀ, ବାସୁଦେବ ଏୟାରଫିଲଡ ଥାନାରେ ଡ୍ୟୁଟି କରୁଥିଲେ। ସହିଦନଗର ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। Post navigation