Spread the love ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। Post navigation Post navigation ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ ଏନ୍ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। Post navigation