ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।