ଉଭୟଙ୍କୁ ନିକଟସ୍ଥ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କବିସୂର୍ଯ୍ୟନଗର ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହତଦନ୍ତ ଚଳାଇଛି ।