
ଏହାପରେ ଶ୍ରୀକୃଷ୍ଣଙ୍କ ସହ ଖରାପ ବ୍ୟବହାର ଓ କ୍ରୁର ଶାସନ ପାଇଁ ପାପ ମୁଣ୍ଡାଇଥିବା କଂସ ଭୂମିକାରେ ଅଭିନୟ କରିଥିବା କଳାକାର ହୃଷିକେଶ ଭୋଇ ପୁରୀ ଆସିଛନ୍ତି । ମହୋଦଧିରେ ସ୍ନାନ କରିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୧୧ ଦିନର ରାଜୁତିରେ ମହାରାଜ କଂସଙ୍କ ନଗର ଭ୍ରମଣ ସହ ଦରବାରରେ ନେତ, ମନ୍ତ୍ରୀ ଓ ପ୍ରଶାସକଙ୍କୁ ଜନକଲ୍ୟାଣ ପାଇଁ ତାଗିଦ କରିଥିଲେ ମହାରାଜା କଂସ। । ବରଗଡ଼ ମଥୁରାନଗରୀ ଓ ଓ ଗୋପପୁର ସାଜିଥିଲା ଅମ୍ବାପାଲ୍ଲୀ।