
ନକଲି ସାର୍ଟିଫିକେଟ ଦେଇ କେତେଜଣ ଶିକ୍ଷକତା କରୁଛନ୍ତି ସେନେଇ ରାଜ୍ୟ ସରକାର ଏକ ସତ୍ୟପାଠ ପ୍ରସ୍ତୁତ କରୁଛନ୍ତି । ଯାହାକୁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ସରକାର ଦାଖଲ କରିବେ । ହେଲେ ଏପର୍ଯ୍ୟନ୍ତ ଏହି ୧୧ ଟି ଜିଲ୍ଲା ରୁ ତଥ୍ୟ ଆସି ନଥିବାରୁ ସତ୍ୟପାଠ ପ୍ରସ୍ତୁତ ହୋଇପାରୁ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି ।
ସେନେଇ ଆଜି ସୁଦ୍ଧା ନକଲି ଶିକ୍ଷକଙ୍କ ତଥ୍ୟ ଦେଲେ କମ୍ପଲିଆନ୍ସ ଆଫିଡେଭିଟ୍ ବା ସତ୍ୟପାଠ ପ୍ରସ୍ତୁତ କରି କୋର୍ଟରେ ଦାଖଲ କରାଯିବା ନେଇ ଚିଠିରେ ଉଲ୍ଲେଖ ।