ବୈଠକରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ । ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ ।