ଭୁବନେଶ୍ୱର: ଓଡିଶାରେ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।
ଏହି ଦୁଇଟି ଡାକ୍ତରଖାନା କେନ୍ଦୁଝର ଏବଂ ସୋନପୁର ସହରରେ ହେବ।
ଏହା ମୁଖ୍ୟତଃ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପକୃତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।