Spread the love

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ କୋଅପରେଟିଭ୍ ମିଲ୍କ ଉତ୍ପାଦକ ଫେଡେରେସନ୍ (ଓମଫେଡ) ଖୁବଶୀଘ୍ର ଭୁବନେଶ୍ୱରରେ ଭେଣ୍ଡିଂ ମେସିନ୍ ସ୍ଥାପନ କରିବ।

ପ୍ରଥମ ମେସିନ୍ ଜନପଥରେ ସ୍ଥାପନ କରାଯିବ। ପରେ ସହରର ବିଭିନ୍ନ ସ୍ଥାନରେ ଆଉ ୨୦ଟି ମେସିନ ସ୍ଥାପନ କରାଯିବ। ଯାହାଦ୍ବାରା ଡିଜିଟାଲ୍ ପେମେଣ୍ଟ ପଦ୍ଧତି ମାଧ୍ୟମରେ ଗ୍ରାହକମାନେ କିଣିପାରିବେ ବୋଲି ଓମଫେଡ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।

Leave a Reply

Your email address will not be published. Required fields are marked *