ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି।
କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।