Spread the love

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, ୩୦ ମିଟର ଗୋଲେଇର ଏକ ଗର୍ତ୍ତ ସୃଷ୍ଟି ହୋଇଛି ।

ଟନେଲ ଭିତରେ କେତେଜଣ ଶ୍ରମିକ କାମ କରୁଥିଲେ ସେମାନଙ୍କୁ ଉଦ୍ଧାର କରାଗଲା ନା ନାହିଁ ତାହା ସ୍ପଷ୍ଟ କରୁନାହିଁ ଟନେଲ କାମ ହାତକୁ ନେଇଥିବା GIRL ଠିକା ସଂସ୍ଥା, ବଡ଼ ଅଘଟଣକୁ ଚପାଇବା ପାଇଁ ଠିକା କମ୍ପାନୀ ଉଦ୍ୟମ କରୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

Leave a Reply

Your email address will not be published. Required fields are marked *