Spread the love

ଧର୍ମଶାଳା : ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସ, ଧର୍ମଶାଳାର କଂଗ୍ରେସ ନେତା ଶ୍ରୀନାଥ ମିଶ୍ର, କିଷାନ ପଣ୍ଡା, ମଧୁସ୍ମିତା ଆଚାର୍ଯ୍ୟ ଓ ଅନ୍ୟ ନେତା ଓ କର୍ମୀମାନେ ପହଞ୍ଚି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଭେଟିଥିଲେ। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ସହ ଏ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।

Leave a Reply

Your email address will not be published. Required fields are marked *