ୟୁଏଇ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ, ନିବେଶ ପାଇଁ ଅଛି ସବୁ ସୁବିଧା

ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ,…

୫ ଶିଶୁ ଓରାଙ୍ଗଉଟାନଙ୍କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର, ନିଷ୍ପତ୍ତି ହୋଇ ନଥିବା କହିଲେ ପିସିସିଏଫ

ଭୁବନେଶ୍ୱର : ବାଲେଶ୍ୱରରୁ ଉଦ୍ଧାର ୫ ଶିଶୁ ଓରାଙ୍ଗଉଟାନ୍ କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର। ଇଣ୍ଡୋନେସିଆର ବନ ମନ୍ତ୍ରଣାଳୟ ଭାରତୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଛି। ଘଟଣାକୁ ଗୁରୁତ୍ୱର ସହ ନେଇ ଇଣ୍ଡୋନେସିଆ ବନ ମନ୍ତ୍ରଣାଳୟ ଭାରତର CITES Management…

ଅଧା ରାସ୍ତାରେ ଖରାପ ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ସୋର: ଅଧା ରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ। ଦୀର୍ଘ ସମୟ ଧରି ଖରାପ ହେବାରୁ ଚାଲିଗଲା ରୋଗୀଙ୍କ ଜୀବନ । ଆମ୍ବୁଲାନ୍ସକୁ ଅଟକ ରଖିଲେ ସଂମ୍ପର୍କୀୟ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ତୋରାଣିପଦା ଗ୍ରାମ ର ଭାଗବତ ସାହୁ ବିଦ୍ୟୁତ…

୭ ରୁ ୮ ଦିନ ମଧ୍ୟରେ ଧାଡ଼ି ଦର୍ଶନ, ଖୁବଶୀଘ୍ର ସରିବ ପାଇଲଟ ରାମ୍ପ ମଡେଲ ନିର୍ମାଣ

ପୁରୀ: ୭ ରୁ ୮ ଦିନ ମଧ୍ୟରେ ଧାଡ଼ି ଦର୍ଶନ । ପାଇଲଟ ରାମ୍ପ ମଡେଲର ସରିବ ନିର୍ମାଣ । ଆଇଆଇଟି ଭୁବନେଶ୍ୱରର ଦ୍ୱାରା ପ୍ରସ୍ତାବିତ ରାମ୍ପ ମଡେଲର ସମୀକ୍ଷା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୫ ମିନିଟ୍ ମଧ୍ୟରେ…

୧ ନମ୍ବର ହାଟରୁ ଜବରଦଖଲ ଉଚ୍ଛେଦ, ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA

ଭୁବନେଶ୍ବର: ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA । ୟୁନିଟ-୧ ହାଟ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନ ଉପରେ ଚାଲିଛି ଉଚ୍ଛେଦ । ଅମାନିଆ ଦୋକାନୀଙ୍କ ଦୋକାନ ଭାଙ୍ଗୁଛି ପ୍ରଶାସନ । ୟୁନିଟ ୧…

ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, କାର୍‌ରୁ ମୃତଦେହ ଉଦ୍ଧାର

ସମ୍ବଲପୁର: ସମିତି ସଭ୍ୟଙ୍କୁ ହତ୍ୟା । ବରଗଡ଼ ଜ଼ିଲ୍ଲା ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି ମାଡ଼। ଗୁଳିମାଡ଼ରେ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି । ସିନାଜୋରୀ କେବାଡ଼ କେନାଲ ରୋଡ଼ରେ ଗୁଳିକାଣ୍ଡ ଘଟାଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି ।…

ସରିଲା ଗଣନା : ଭିତରକନିକାରେ ବଢିଲେ ଦେଶୀୟ ପକ୍ଷୀ

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ଶୁକ୍ରବାର ଅର୍ଥାତ ଆଜି ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୧୪୮୩ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୩୦,୭୯୬ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ…

ବଂଶଧାରାରେ ବଢୁଛି ଜଳସ୍ତର, ଧାନ, ପନିପରିବା ଓ ମକା ଚାଷ ଉଜୁଡ଼ିବା ଆଶଙ୍କା

ଗୁଡ଼ାରୀ : ଲଗାଣ ବର୍ଷା ଯୋଗୁଁଁ ଗୁଡ଼ାରୀ ଅଞ୍ଚଳ ଦେଇ ପ୍ରବାହିତ ବଂଶଧାରା ନଦୀର ଜଳସ୍ରୋତ ବଢ଼ିବାରେ ଲାଗିଛି। ଗୁରୁବାର ରାତିଠାରୁ ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ନଦୀକୂଳିଆ ଅଞ୍ଚଳବାସୀଙ୍କ ସମେତ ଚାଷୀଙ୍କ ଚିନ୍ତା ବଢ଼ିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଲେ…

ସୁରକ୍ଷା ପାଇଁ ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ରିପୋର୍ଟ : ଆଇନ ମନ୍ତ୍ରୀ

ପୁରୀ: ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ମଣତି ରିପୋର୍ଟ । ରତ୍ନଭଣ୍ଡାର ଗଣତି ମଣତି ତାଲିକା ଏକ ଗୁପ୍ତ ସେବା, ଏହା କୌଣସି ରିଲ୍ସ ନୁହେଁ । ସଂପୂର୍ଣ୍ଣ ସ୍ୱଚ୍ଛତାର ସହ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କରାଯାଉଛି । ମହାପ୍ରଭୁଙ୍କ…

ଓରାଙ୍ଗଓଟାନ ଉଦ୍ଧାର ଘଟଣା : ଦୀଘାରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍

ଜଳେଶ୍ବର : ଭୋଗରାଇରୁ ଓରାଙ୍ଗ ଓଟାନ ଉଦ୍ଧାର ଘଟଣାରେ ପଶ୍ଚିମବଙ୍ଗ ଦୀଘାର ଏକ ଘରୋଇ ହୋଟେଲ ରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍ । ହୋଟେଲ ମାଲିକ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି । ହୋଟେଲ ମାଲିକଙ୍କ ଘର…