ସରିଲା ରଥଟଣା; ଶରଧାବାଲିରେ ଲାଗିଲା ୩ ରଥ; ଆସନ୍ତାକାଲି ଆଡ଼ପ ବିଜେ
ପୁରୀ:ଶ୍ରୀକ୍ଷେତ୍ର ପୁରୀରେ ତିନି ରଥ ଶରଧାବାଲିରେ ପହଞ୍ଚିଛନ୍ତି । ଲୀଳାମୟ ଜଗନ୍ନାଥ, ଭାବବତ୍ସଳ ଭାବଗ୍ରାହୀ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀ ଛାଡି ବଡଦାଣ୍ଡକୁ ଓହ୍ଲାଇଛନ୍ତି। ତାଙ୍କ ଚକାନୟନକୁ ଦେଖି ଭକ୍ତ କୃତ କୃତ ହେଉଛନ୍ତି। ଘଣ୍ଟ,ହରିବୋଲ ଓ ହୁଳହୁଳିରେ ବଡଦାଣ୍ଡ…
“ଷ୍ଟେଟ୍ ସ୍ପେସିଆଲ ସେଲ୍” ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ, ଆସନ୍ତା କାଲି ପ୍ରଥମ ବୈଠକ
ଭୁବନେଶ୍ବର: ଷ୍ଟେଟ୍ ସ୍ପେସିଆଲ ସେଲ୍ ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ବୃହତ୍ ଭିତ୍ତିଭୂମି ପ୍ରକଳ୍ପର ଯୋଜନା ପ୍ରସ୍ତୁତିଠାରୁ ଆରମ୍ଭ କରି ଡିପିଆର୍ ପ୍ରସ୍ତୁତି, ବୈଷୟିକ ଯାଞ୍ଚ, ଡିଜାଇନ୍, ଗୁଣବତ୍ତା ନିରୀକ୍ଷଣ, ପ୍ରଶିକ୍ଷଣ ଓ ଗବେଷଣାକୁ ଏକ ଛାତ…
ଡିଜିଟାଲ୍ ପ୍ଲାଟଫର୍ମରେ ହେବ ଜନଗଣନା ପ୍ରସ୍ତୁତି, ବିଭାଗଗୁଡ଼ିକୁ ଚିଠି
ଭୁବନେଶ୍ବର: ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍ (ଡିସିଏଚ୍ବି) ପ୍ରସ୍ତୁତି ପାଇଁ ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ…
ଭତ୍ତା ପ୍ରଦାନରେ ବିଳମ୍ବ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ : ୨ ମାସ ମଧ୍ୟରେ ନିଷ୍ପତ୍ତି ନିଅ
କଟକ: ରାଜ୍ୟରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ରୁଜୁ ମାମଲାରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ଆବେଦନକାରୀଙ୍କ ସ୍ମାରକପତ୍ର ଉପରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଆବେଦନକାରୀ ସାନି ଏକ ସ୍ମାରକପତ୍ର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ପ୍ରଦାନ…
ବର୍ଷା ଭିଜା ବଡ଼ଦାଣ୍ଡରେ ଭକ୍ତିର ମହାମିଳନ: ଶ୍ରୀକ୍ଷେତ୍ରରେ ଗଡ଼ିଲା ତିନି ରଥ, ଜନସମୁଦ୍ର ପାଲଟିଲା ପୁରୀ
ପୁରୀ: ରଥରେ ପଥରେ ଜଗନ୍ନାଥ। ବର୍ଷକ ସେହି ଅପେକ୍ଷାର ଅନ୍ତ ଘଟାଇ ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ଝିପିଝିପି ବର୍ଷା ସତ୍ତ୍ୱେ ଭକ୍ତି ଓ ଉତ୍ସାହର ଉଚ୍ଛ୍ୱାସରେ ଉଛୁଳି ପଡ଼ିଛି ସମଗ୍ର ଶ୍ରୀକ୍ଷେତ୍ର। ‘ଜୟ ଜଗନ୍ନାଥ’…
ଇରାନକୁ ଟ୍ରମ୍ପଙ୍କ ଧମକ ; ଶାନ୍ତି କଥାବାର୍ତ୍ତା ନହେଲେ ଆମେରିକା କରିବ ବଡ଼ ଆକ୍ରମଣ
ୱାଶିଂଟନ : ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଆରମ୍ଭ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପ୍ରସ୍ତାବ ଦେଇଛନ୍ତି। ବୁଧବାର ଟ୍ରମ୍ପ କହିଛନ୍ତି ଯେ ଆଗାମୀ ତିନି ଦିନ ମଧ୍ୟରେ ଇରାନ ଶାନ୍ତି କଥାବାର୍ତ୍ତା ପାଇଁ ଆଗକୁ ନ…
ମିଆଁମାର ଉପକୂଳ ନିକଟରେ ଅଘଟଣ: ବଙ୍ଗୋପସାଗରରେ ଦୁଇ ଡଙ୍ଗା ବୁଡ଼ି ୫୦୦ରୁ ଅଧିକ ଯାତ୍ରୀ ନିଖୋଜ
କୋଲକତା : ବଙ୍ଗୋପସାଗରରେ ମିଆଁମାର ଉପକୂଳ ନିକଟରେ ବଡ ଅଘଟଣ । ମଝି ସମୁଦ୍ରରେ ବୁଡିଗଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା । ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଛି । ଘଟଣାକୁ ନେଇ…
ନ୍ୟୁଜିଲାଣ୍ଡରେ ୬.୩ ତୀବ୍ରତାର ଭୂମିକମ୍ପ ଝଟକା, ସୁନାମୀ ଆଲର୍ଟ ଜାରି
ନୂଆଦିଲ୍ଲୀ : ନ୍ୟୁଜିଲାଣ୍ଡର ସାଉଥ ଆଇଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲର ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇଛି ।…
ଦିଦିଙ୍କୁ ଆଉ ଏକ ଝଟକା, ରାଜ୍ୟସଭାରୁ ଇସ୍ତଫା ଦେଲେ ଟିଏମସି ସାଂସଦ କୋଏଲ ମଲ୍ଲିକ
କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା । ମମତାଙ୍କ ହାତ ଛାଡିଲେ ଟିଏମସିର ରାଜ୍ୟସଭା ସାଂସଦ ତଥା ଟଲିଉଡ ଲୋକପ୍ରିୟ ଅଭିନେତ୍ରୀ କୋଏଲ ମଲ୍ଲିକ । ତାଙ୍କ ଇସ୍ତଫା ପରେ…
ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ ତାର ; ଚାଲିଗଲା ୪ ଜୀବନ, ଜଣେ ଗୁରୁତର
ନୂଆଦିଲ୍ଲୀ : ଦିଲ୍ଲୀ ନୋଏଡ଼ାରେ ଭୟାବହ ଦୁର୍ଘଟଣା । ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଲୋକେ ରାସ୍ତାରେ ଯାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ଛିଡ଼ି ପଡ଼ିଲା ୧୧ କେଭି ତାର । ଏହି ଅଘଟଣରେ…