ପୁଣି ଏପ୍ରିଲରେ ଖୋଲିବ ସୁଭଦ୍ରା ପୋର୍ଟାଲ
ଭୁବନେଶ୍ୱର: ଆସନ୍ତାକାଲି ସୁଭଦ୍ରା ଯୋଜନାର ୨ବାର୍ଷିକ ଜନ୍ମଦିନ ପାଳନ କରାଯିବ। ୧ କୋଟି ୩ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ୨୫, ୮୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗ୍ରାମୀଣ ଅର୍ଥନୀତିର ମେରୁଦଣ୍ଡ ସୁଭଦ୍ରା ସାଜିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
ରାଷ୍ଟ୍ରପତି ଭବନ ଠାରେ ଲାଞ୍ଜିଆ ସଉରାଙ୍କ ନୂଆଖାଇ ଭେଟଘାଟ
ରାୟଗଡା: ନୂଆଖାଇ ଭେଟଘାଟ ଅବସରରେ ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ୍ ପୁଟାସିଂ ଅଞ୍ଚଳରୁ ବିଶେଷ ଭାବେ ଅନୁନ୍ନତ ଜନଜାତି (ପିଭିଟିଜି) ଲାଞ୍ଜିଆ ସଉରାଙ୍କ ଏକ ୧୫ ଜଣିଆ ସାଂସ୍କୃତିକ ଦଳ ରାଷ୍ଟ୍ରପତି ଭବନରେ ହୋଇଥିବା କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ। ରାଷ୍ଟ୍ରପତି…
ପୀତବାସ ପଣ୍ଡା ହତ୍ୟା ମାମଲା: ଆଉ ଏକ ମାମଲାରେ ଛନ୍ଦିହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରେ ଭିତରୁ ଫୋନରେ ଧମକ ଦେବା ନେଇ ଜେଲରୁ ମୁକୁଳିଥିବା ବିଜେଡି ଜିଲ୍ଲା ସଭାପତି ତଥା ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ନାମରେ ଆଉ ଏକ ମାମଲା ରୁଜୁ…
କଟକ କଂଗ୍ରେସକୁ ବଡ଼ ବଳ: ଦଳକୁ ଫେରିଲେ ପୂର୍ବତନ କର୍ପୋରେଟର ରମଜାନ ଖାନ୍
କଟକ: କଟକ କଂଗ୍ରେସ ସଂଗଠନକୁ ମିଳିଛି ବଡ଼ ସଫଳତା। ବିଜେଡି ଛାଡ଼ି ପୁଣି ଥରେ କଂଗ୍ରେସ ଶିବିରକୁ ଫେରିଛନ୍ତି ପୂର୍ବତନ କର୍ପୋରେଟର ରମଜାନ ଖାନ୍। ରାଜ୍ୟ କଂଗ୍ରେସ ପ୍ରଭାରୀ ଲାଲଜି ଦେଶାଇ ଏବଂ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ…
ନିଜ ସରକାରଙ୍କୁ କାଠଗଡ଼ାରେ ଠିଆ କଲେ ୩ ସାଂସଦ, ବିକାଶମୂଳକ କାର୍ଯ୍ୟର ମାନ ଓ ଗତିକୁ ନେଇ ଉଠାଇଲେ ପ୍ରଶ୍ନ
ଭୁବନେଶ୍ଵର: ଓଡ଼ିଶାରେ ବିଭିନ୍ନ ବିକାଶମୂଳକ ତଥା ଭିତ୍ତିଭୂମି କାର୍ଯ୍ୟର ଗତି ମନ୍ଥର | ଚାଲିଥିବା ଏବଂ କାମରେ ନିମ୍ନମାନର ସାମଗ୍ରୀ ବ୍ୟବହାର ହେଉଥିବା ଅଭିଯୋଗ ହୋଇଛି| ଏ ଅଭିଯୋଗ ଆଉ କେହି ନୁହେଁ ବରଂ ଆଣିଛନ୍ତି ଶାସକ ଦଳର ତିନି ସାଂସଦ…
ମୋବାଇଲରେ ଉଚ୍ଚସ୍ୱରରେ କଥା ହେବାକୁ ନେଇ ବୋମାମାଡ଼ ; ବଡ଼ ଭାଇ ମୃତ, ସାନ ଗୁରୁତର
ଭୁବନେଶ୍ବର ୧୬।୯: ମୋବାଇଲକୁ ନେଇ ମର୍ଡର। ଭାଇକୁ ବୋମା ଫିଙ୍ଗିଲା ଭାଇ। ବଡ଼ ଭାଇ ମୃତ, ସାନ ଗୁରୁତର। ଘରେ ଥିଲା ହାତବୋମା। ସାମାନ୍ୟ ବଚସାରୁ ଘଟିଛି ବୋମାମାଡ଼। ରାତିରେ ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ମହୁଲ ଗାଁରେ ହଠାତ୍ ଶୁଣାଗଲା…
ସୃଷ୍ଟି ହେଲାଣି ଘୂର୍ଣ୍ଣିବଳୟ, ୨୪ ବେଳକୁ ଛୁଇଁପାରେ ଉପକୂଳ ; ପୁରୀରୁ ଜଗତସିଂହପୁର ଯାଏଁ ବାତ୍ୟା ଭୟ
ଭୁବନେଶ୍ବର ୧୬।୯: ସାବଧାନ ମାଡ଼ି ଆସୁଛି ବାତ୍ୟା ! ୨୪ ତାରିଖ ବେଳକୁ ଉପକୂଳ ଛୁଇଁପାରେ। ପୁରୀରୁ ଜଗତସିଂହପୁର ମଧ୍ୟରେ ସ୍ଥଳଭାଗ ଛୁଇଁବା ଆଶଙ୍କା। ସେପ୍ଟେମ୍ବରରେ ରାଜ୍ୟରେ ବାତ୍ୟା ସମ୍ଭାବନା କମ୍ ଥାଏ। ତଥାପି ବାତ୍ୟା ସମ୍ଭାବନାକୁ ସମ୍ପୂର୍ଣ୍ଣ ଏଡାଇ ଦେବ…
PF ଲିମିଟ୍ ବଢ଼ିଲା, ବଢ଼ିବ ଆପଣଙ୍କ ଦରମା ଓ ପେନସନ
ନୂଆଦିଲ୍ଲୀ: କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର କ୍ୟାବିନେଟ ବୈଠକରେ ଇପିଏଫ (EPF) ଏବଂ ଇପିଏସ (EPS)ର ମାସିକ ବେସିକ ସାଲାରି ଲିମିଟକୁ ବୃଦ୍ଧି କରାଯାଇଛି। ଦୀର୍ଘ ୧୨ ବର୍ଷ ପରେ ସରକାର ଏହି ନିୟମରେ ଏକ ବଡ଼ ପରିବର୍ତ୍ତନ…
ରିଲ୍ସ ଦେଖିବାରେ ବିହାର ନମ୍ବର-୧, ମହାରାଷ୍ଟ୍ର ଦ୍ୱିତୀୟ
ନୂଆଦିଲ୍ଲୀ: ସ୍ମାର୍ଟଫୋନ୍ ଏବଂ ଆଇପ୍ୟାଡ୍ ସ୍କ୍ରିନ୍ରେ ଘଣ୍ଟା ଘଣ୍ଟା ଧରି ସ୍କ୍ରୋଲିଂ, ଭିଡିଓ ଷ୍ଟ୍ରିମିଂ ଏବଂ ସୋସିଆଲ ମିଡିଆର ବୃଦ୍ଧି ପାଉଥିବା ସକ୍ରିୟତା ଦେଶରେ ଇଣ୍ଟରନେଟ୍ ବ୍ୟବହାରକୁ ଏକ ନୂଆ ସ୍ତରକୁ ନେଇଯାଇଛି । ସର୍କଲୱାରୀ ଡାଟା ବ୍ୟବହାର ଆକଳନକୁ ଦେଖିଲେ,…
UPI ପେମେଣ୍ଟ ଉପରେ ଚାର୍ଜକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ ଗାନ୍ଧି
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ୟୁପିଆଇ ଟ୍ରାଞ୍ଜାକ୍ସନ ନିମନ୍ତେ କେନ୍ଦ୍ର ସରକାରଙ୍କ ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ୍ (ଏମଡିଆର) ଫ୍ରେମ ୱାର୍କକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ସେ ସରକାର ଆମେରିକା…