ନବଯୌବନ ବେଶରେ ଦର୍ଶନ ଦେଲେ ତିନି ଠାକୁର
ପୁରୀ : ନବଯୌବନ ବେଶରେ ମଙ୍ଗଳବାର ଶ୍ରୀମନ୍ଦିରରେ ଦର୍ଶନ ଦେଲେ ମହାପ୍ରଭୁ। ୧୫ ଦିନ ପରେ ୩ ଠାକୁରଙ୍କ ନବଯୌବନ ଦର୍ଶନ। ଦର୍ଶନ ପାଇଁ ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡି ଦେଖାଯାଇଛି। ସୂଚନାନୁଯାୟୀ, ସ୍ନାନପୂର୍ଣ୍ଣିମାରେ ୧୦୮ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ…
ଜେଲରୁ ମୁକୁଳିବେ ଦାରା ସିଂ, ୨୬ ବର୍ଷ ଧରି ଦଣ୍ଡ ଭୋଗୁଛନ୍ତି
ଭୁବନେଶ୍ୱର:ଜେଲରୁ ମୁକୁଳିବେ ଦାରା ସିଂ।ଦାରା ସିଂ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ଶିଶୁପୁତ୍ରଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିବା…
କାଲି ଦାନା ବାନ୍ଧିବ ଲଘୁଚାପ, ୧୭ ଯାଏଁ ପ୍ରବଳ ବର୍ଷିବ
ଭୁବନେଶ୍ବର: କାଲି ଲଘୁଚାପ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ ବାଂଲାଦେଶ ଉପକୂଳରେ ଲଘୁଚାପ…
ବାଇକ୍ ଆରୋହୀଙ୍କୁ କଚାଡ଼ି ମାରିଲା ହାତୀ
ଯୋଡ଼ା: କେନ୍ଦୁଝର ଜିଲ୍ଲା ବଡ଼ବିଲ ରେଞ୍ଜ ଗୁଆଲି ସେକ୍ସନର ସୋୟବଲି ଜଙ୍ଗଲ ନିକଟ ରାସ୍ତାରେ ଜଣେ ବାଇକ୍ ଆରୋହୀଙ୍କୁ ହାତୀ ଆକ୍ରମଣ କରି ମୃତ୍ୟୁ ଘଟାଇ ଥିବା ଜଣାପଡିଛି। ମୃତକ ହେଲେ ସେରେଣ୍ଡ। ଗ୍ରାମ ପଞ୍ଚାୟତର ସୋୟବଲି ଗ୍ରାମର ଚିନ୍ତାମଣି ପାତ୍ର(୫୫)…
ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍, ଲୁଟେରାଙ୍କୁ ଅଟକାଇବାକୁ ଯାଇ ମ୍ୟାନେଜର ଆହତ
ବାଲେଶ୍ଵର: ବାଲେଶ୍ଵର ସଦର ଥାନା ରସାଳପୁର ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ରୁ ଲୁଟ୍ । ଆଜି ଅପରାହ୍ନରେ ୪ ଜଣ ଲୁଟେରା ବ୍ୟାଙ୍କ୍ ଭିତରକୁ ବନ୍ଧୁକ ଧରି ପ୍ରଵେଶ କରିଥିଲେ । ବ୍ୟାଙ୍କ ଭିତରେ ଆତଙ୍କ ରଚିବା ସହ…
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକ ତ୍ରୁଟି ମାମଲା, SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ ଗିରଫ
ଭୁବନେଶ୍ବର: ରାଜକୋଷକୁ୧୭୫ କୋଟିର ଚୂନ! । ବିନା ଯାଞ୍ଚରେ ଛାପିଦେଲେ ଭୁଲ୍ ବହି । ତ୍ରୁଟିପୂର୍ଣ୍ଣ ବହି ପ୍ରକାଶନ ମାମଲାରେ ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଓଡ଼ିଶା ସ୍କୁଲ୍ ପାଠ୍ୟପୁସ୍ତକ ତ୍ରୁଟିପୂର୍ଣ୍ଣ ବହି ପ୍ରକାଶନ…
ଘର ଭିତରେ ପଶିଗଲା ଟ୍ରକ, ମା ମୃତ ଓ ଶିଶୁ ଗୁରୁତର
ସମ୍ବଲପୁର : ଏମିତି ବି ଆସେ ମୃତ୍ୟୁ । ଘର ଭିତରେ ପଶିଗଲା ଟ୍ରକ। ଚାପି ହୋଇଗଲେ ମା ଓ ଶିଶୁ । ଘଟଣାସ୍ଥଳରେ ମା ମୃତ ଓ ଅଢେଇ ବର୍ଷର ଶିଶୁ ଗୁରୁତର । ସମ୍ବଲପୁର ପଡିଆବାହାଲ ନିକଟ ବାରିବନ୍ଦରେ…
ଦିଲ୍ଲୀ ଗସ୍ତରେ ନବୀନ ପଟ୍ଟନାୟକ, ଓଡ଼ିଶାର ସ୍ୱାର୍ଥ ନେଇ କରିବେ ଆଲୋଚନା
ଭୁବନେଶ୍ୱର : ବିଜେଡି ସୁପ୍ରିମୋ ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ । ୭ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ବ୍ୟକ୍ତିଗତ କାର୍ଯ୍ୟରେ ଦିଲ୍ଲୀ ଯାଇଥିବା ସୂଚନା ମିଳୁଛି । ହେଲେ ଆଗକୁ…
ଏଣିକି ମେଡିସିନ ଷ୍ଟୋର ଆଗରେ ଲାଗିବ ରେଟ୍ ଚାର୍ଟ, ଠକାମିର ଶିକାର ହେବେନି ଗ୍ରାହକ
ଭୁବନେଶ୍ବର: ଔଷଧ କିଣିଲା ବେଳେ ଏଣିକି ଆଉ ଠକାମିର ଶିକାର ହେବେନି ଗ୍ରାହକ! ରାଜ୍ୟର ସମସ୍ତ ମେଡିସିନ୍ ଷ୍ଟୋର ଆଗରେ ଲାଗିବ ରେଟ୍ ଚାର୍ଟ। ସାରା ଓଡ଼ିଶାରେ ୩୯ଟି ଜରୁରୀ ଔଷଧର ଦର ଏକାଭଳି ରହିବ। କେନ୍ଦ୍ର ସରକାର ୩୯ ଟି…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ର ମାର୍ଗଦର୍ଶିକା ଉନ୍ମୋଚନ, ଆସନ୍ତାକାଲିଠାରୁ ଆବେଦନ
ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ…