ପ୍ରେମ ପାଇଁ ଗଲା ଯୁବକଙ୍କ ଜୀବନ ! ଆପାର୍ଟମେଣ୍ଟ ନିକଟରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରୁ ସନ୍ଦେହଜନକ ପରିସ୍ଥିତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନଥିବାବେଳେ, ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ଯାଞ୍ଚ ପରେ…

OCCL ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ୪ ମହଲା ଲଜ୍ ଓ ୮ ପ୍ଲଟ ଠାବ

ଭୁବନେଶ୍ୱର: ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଓଡ଼ିଶା ନିର୍ମାଣ ନିଗମ (OCC) ଲିମିଟେଡର ଜଣେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ସମ୍ପତ୍ତି ଉପରେ ଏକକାଳୀନ ଚଢାଉ ସମୟରେ ୨୩ଟି କୋଠରୀ ବିଶିଷ୍ଟ ଚାରି ମହଲା ଲଜ୍ ଏବଂ ଆଠଟି…

ବିଜେପିରେ ମିଶିଲେ ପ୍ରଭାତ ବିଶ୍ଵାଳ : ବିଜେଡ଼ି ଉପରେ ବର୍ଷିଲେ

ଭୁବନେଶ୍ୱର: ଦୀର୍ଘ ଦିନର କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥା କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଶେଷରେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଗାଜିଆବାଦ୍‌:ଗାଜିଆବାଦ୍‌ରେ ଜଣେ ୭ ବର୍ଷର ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ କରି ହତ୍ୟା କରାଯିବା ଘଟଣାକୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ନାବାଳିକାର ମୃତଦେହ ଗାଜିଆବାଦ୍‌ ରାଜନଗର ନିକଟରେ ଥିବା ନିର୍ମାଣାଧୀନ କୋଠାରୁ ଶନିବାର ଭୋର୍‌ ସମୟରେ ମିଳିଥିଲା। ମୃତ…

ତାଜ୍ ହୋଟେଲ୍ କୁ ବୋମାରେ ଉଡ଼ାଇ ଦେବାକୁ ଧମକ ! ଆଲର୍ଟରେ ମୁମ୍ବାଇ ପୋଲିସ

ନୂଆଦିଲ୍ଲୀ : ମୁମ୍ବାଇ ତାଜ୍ ହୋଟେଲ୍ କୁ ଉଡ଼ାଇ ଦେବାକୁ ଧମକ ! ଆଲର୍ଟରେ ମୁମ୍ବାଇ ପୋଲିସ । ତାଜ୍ ମହଲ ପ୍ୟାଲେସ୍ ହୋଟେଲ୍ ରେ ସର୍ଚ୍ଚ ଅପରେସନ। କେଉଁଠୁ ଆସିଥିଲା ଧମକପୂର୍ଣ୍ଣ କଲ୍ ? ଖୋଳତାଳ କରୁଛି ପୋଲିସ। ଶନିବାର…

ବଙ୍ଗୋପସାଗରରେ ଭୂକମ୍ପ ଝଟକା, ଥରିଲା ବିଶାଖାପାଟଣା

ବିଶାଖାପାଟଣା : ଆଜି ସକାଳେ ବଙ୍ଗୋପସାଗରରେ ଭୂକମ୍ପ ଝଟକା । ଯାହାର ତୀବ୍ରତା ୪.୫ ଥିବା ଜଣାପଡିଛି । ଭୂମିକମ୍ପର ପ୍ରଭାବ ବିଶାଖାପାଟଣା ସହର ଏବଂ ଆଖପାଖ ଅଞ୍ଚଳରେ ସବୁଠାରୁ ଅଧିକ ଅନୁଭୂତ ହୋଇଥିଲା। ସହରର ଅନେକ ସ୍ଥାନରେ ଅନୁଭୂତ ହୋଇଛି…

ଷ୍ଟ୍ରିଟ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ : ୨ ମୃତ, ୪ ଆହତ

ଟୋରଣ୍ଟୋ : କାନାଡର ଟୋରଣ୍ଟୋରେ ଏକ ଷ୍ଟ୍ରିଟ୍ ଫେଷ୍ଟିଭାଲ ସମୟରେ ଗୁଳିକାଣ୍ଡ ଘଟଣା ଘଟିଥିବା ସୂଚନା ମିଳୁଛି । ଏହି ଗୁଳିକାଣ୍ଡ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ…

ପୁଣି ହର୍ମୁଜ ବନ୍ଦ କଲା ଇରାନ, ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ ସ୍ଥିତି

ଆମେରିକା : ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ ସ୍ଥିତି । ଇରାନ ବନ୍ଦ କଲା ହର୍ମୁଜ ପ୍ରଣାଳୀ । ଆମେରିକାର ଘନ ଘନ ଏୟାରଷ୍ଟ୍ରାଇକ୍ । ମଧ୍ୟପ୍ରାଚ୍ୟରେ ସ୍ଥିତି ପୁଣି ଥରେ ଗମ୍ଭୀର ରୂପ ଧାରଣ କରିଛି । ବିଶ୍ୱ ବାଣିଜ୍ୟର ପ୍ରମୁଖ ଜଳପଥ…

ଅଯୋଧ୍ୟା ରାମ ମନ୍ଦିର ପାଇଁ ନିଯୁକ୍ତ ହେବେ CEO!

ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରଶାସନରେ ବଡ଼ ପରିବର୍ତ୍ତନ । ଅଯୋଧ୍ୟା ରାମ ମନ୍ଦିର ପାଇଁ ନିଯୁକ୍ତ ହେବେ CEO! । ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ପରିଚାଳନାକୁ ଅଧିକ ବୃତ୍ତିଗତ ଏବଂ ସ୍ୱଚ୍ଛ କରିବା ଦିଗରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ…

ଓମାନ ଉପକୂଳରେ ଜାହାଜ ଉପରେ ଇରାନର ଆକ୍ରମଣ: ୧୦ ଭାରତୀୟ ଉଦ୍ଧାର, ଜଣେ ନିଖୋଜ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ କ୍ରମାଗତ ଭାବେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଉ ଏକ ଉଦବେଗଜନକ ଘଟଣା ସାମ୍ନାକୁ ଆସିଛି। ରବିବାର ଓମାନ ଉପକୂଳ ନିକଟରେ ଏକ ବାଣିଜ୍ୟିକ ଜାହାଜ ଉପରେ ଇରାନ ପକ୍ଷରୁ ହୋଇଥିବା ଆକ୍ରମଣକୁ ଭାରତ ସରକାର ଦୃଢ଼ ନିନ୍ଦା କରିଛନ୍ତି।…