ନିର୍ଦ୍ଦେଶ ପରେ ବି ସତ୍ୟପାଠ ଦାଖଲ କଲେନି ରାଜ୍ୟ ସରକାର: ୨୫ ହଜାର ଫାଇନ କଲେ ହାଇକୋର୍ଟ
କଟକ; ଝାରସୁଗୁଡ଼ାରେ ଏକ ଗାଁ ରାସ୍ତାକୁ ଏକ ଘରୋଇ କମ୍ପାନୀ ମାଲ୍ ପରିବହନ ପାଇଁ ବ୍ୟବହାର କରୁଥିବା ଅଭିଯୋଗରେ ୨୦୨୦ରେ ଦାୟର ହୋଇଥିବା ଏକ ଜନସ୍ୱାର୍ଥ ମାମଲାରେ…
୮ ଦିନ ହେଲା ଉପାସରେ ମହାଦେବ; କପିଳେଶ୍ୱର ମନ୍ଦିରରେ ଝୁଲୁଛି ତାଲା
ଭୁବନେଶ୍ୱର; ତୁଟୁନି ସେବାୟତଙ୍କ ବିବାଦ ଖୋଲୁନି ମନ୍ଦିରରୁ ତାଲା। ଗତ ୮ ଦିନ ହେଲା ଉପାସ ଭୋକରେ ମହାଦେବ। ଭୁବନେଶ୍ୱରର କପିଳେଶ୍ୱର୍ ମନ୍ଦିରରେ ଏଭଳି ସ୍ଥିତି ଦେଖିବାକୁ…
ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ; ବିଜୁ ଏକ୍ସପ୍ରେସ୍ ୱେକୁ କରିବେ ଲୋକାର୍ପଣ
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଜୟନ୍ତୀ ଅବସରରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା…
ଭାରସାମ୍ୟ ହରାଇ ବ୍ରିଜରେ ପିଟିହେଲା ବାଇକ: ସ୍ବାମୀ ମୃତ, ସ୍ତ୍ରୀ ଆହତ
ଭଞ୍ଜନଗର : ରାସ୍ତାକଡ ବ୍ରିଜରେ ପିଟିହେଲା ବାଇକ। ସ୍ବାମୀ ମୃତ, ସ୍ତ୍ରୀ ଆହତ । ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଶ୍ରୀରାମନଗର ଠାରେ ଘଟିଛି ଏଭଳି ଘଟଣା…
ବିଜୁ ଜୟନ୍ତୀରେ ନବୀନ ଓଡ଼ିଶା ପାଇଁ ନିଆଯିବ ସଂକଳ୍ପ
ଭୁବନେଶ୍ବର: ବିଜୁ ଜୟନ୍ତୀରେ ନବୀନ ଓଡ଼ିଶା ପାଇଁ ନିଆଯିବ ସଂକଳ୍ପ। ଏନେଇ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ପ୍ରବାଦ ପୁରୁଷ…
ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସ ପକ୍ଷରୁ ପ୍ରତିବାଦ ସଭା, ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ
ଭଦ୍ରକ: କେନ୍ଦ୍ର ସରକାର ରନ୍ଧନ ଗ୍ୟାସ୍ର ଦର ଅହେତୁକ ଭାବରେ ବୃଦ୍ଧି କରିଥିବାରୁ ଏହାର ପ୍ରତିବାଦ କରି ସାରା ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଉଛି। ଆଜି…
ଯୁଦ୍ଧ ସମାପ୍ତି ପାଇଁ ଜଗାକୁ ଗୁହାରି , ପୁରୀରେ ପ୍ରାର୍ଥନା କରୁଛନ୍ତି ୫୫ ଜଣ ବିଦେଶୀ
ପୁରୀ : ଋଷ୍ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ କେବେ ପରିସମାପ୍ତି ହେବ ତାର ଠିକ୍ ନାହିଁ। ଜି – ୨୦ ସମ୍ମିଳନୀରେ ୟୁକ୍ରେନ ଯୁଦ୍ଧକୁ…
ସିସୋଦିଆଙ୍କ ସିବିଆଇ ହାଜତ ମିଆଦ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବୃଦ୍ଧି : ସମାନ ପ୍ରଶ୍ନ ବାରମ୍ବାର ନ ପଚାରିବାକୁ ସିବିଆଇକୁ ତାଗିଦ୍
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ୍) ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି ଶନିବାର ଦିଲ୍ଲୀର ରସ ଆଭୋନ୍ୟୁ କୋର୍ଟରେ…
ବିହାର ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ନେଇ ମିଥ୍ୟା ଖବର ପ୍ରଚାର କଲେ ବିଜେପି ନେତା
ପାଟନା : ସୋଶାଲ ମିଡିଆରେ ମିଥ୍ୟା ଖବର ପ୍ରଚାର କରିବା ଉତ୍ତର ପ୍ରଦେଶ ବିଜେପିର ଜଣେ ନେତାଙ୍କୁ ମହଙ୍ଗା ପଡ଼ିଛି। ସେ ତାମିଲନାଡୁରେ କାମ କରୁଥିବା କିଛି…
୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ ଉତ୍ସବରେ ସାମିଲ ହେବେ ମୋଦି
ନୂଆଦିଲ୍ଲୀ : ଉତ୍ତର ପୂର୍ବ ଭାରତର ୩ ରାଜ୍ୟ ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ତରେ ବିଜେପି ସରକାର ଗଠନ କରିବାକୁ ଯାଉଛି। ଏହି ୩ ରାଜ୍ୟରେ ଆୟୋଜିତ…