ରାଜନୈତିକ ଫାଇଦା ପାଇଁ ଦରଦାମ ବୃଦ୍ଧି କଥା କହୁଛି ବିଜେଡି: ବିରୋଧୀ ଦଳ ମୁଖ୍ୟ ସଚେତକ
ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ସେ କହିଛନ୍ତି,…
ଆନ୍ଦୋଳନରେ ସାମିଲ ନଥିବା, ଚା’-ପାଣି ଦେବାକୁ ଆସିଥିବା ଲୋକ ଗିରଫ ହୋଇଛନ୍ତି: ଜୟନାରାୟଣ ମିଶ୍ର
ଭୁବନେଶ୍ବର: ବିଧାନସଭା ଘେରାଉ ସମୟରେ ଧସ୍ତାଧସ୍ତି ଘଟଣାରେ ପୁଲିସ ଦ୍ବାରା ଗିରଫ ହୋଇଥିବା ବିଜେପି ଯୁବ ମୋର୍ଚ୍ଚା ନେତା ଓ କର୍ମୀମାନଙ୍କୁ ଗୁରୁବାର ଝାରପଡ଼ା ଜେଲ୍ରେ ଭେଟିଛନ୍ତି…
ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର(ଆଇଟିଆ)ରେ ଅଧ୍ୟନରତା ଜଣେ ଦ୍ଵିତୀୟ ବର୍ଷର ଛାତ୍ରୀ ହଷ୍ଟେଲ୍ ରୁମ୍ ଭିତରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା…
ପିଣ୍ଟୁ ନନ୍ଦଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଶ୍ରୀତମ
ଭୁବନେଶ୍ବର : ଅଭିନେତା ପିଣ୍ଟୁ ନନ୍ଦଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ଅଭିନେତା ତଥା ସିନେ କଳାକାର ସଂଘ ସଂପାଦକ ଶ୍ରୀତମ ଦାସ। ସେ…
୭ କୋଟି ୩୫ ଲକ୍ଷ ଟଙ୍କାର ନକଲି ଔଷଧ ଜବତ, ଜଣେ ଗିରଫ
ଭୁବେନଶ୍ବର : ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ନକଲି ଔଷଧ ମିଳିବା ଘଟଣାରେ ଉତ୍ତର ପ୍ରଦେଶରେ ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଉତ୍ତର ପ୍ରଦେଶ ଏସ୍ଟିଏଫ୍ ତାଙ୍କୁ…
ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା
ଭୁବନେଶ୍ବର : ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା । କଳାରେ ୨ଲକ୍ଷ ୧୯ହଜାର ୧୧୦ ଏବଂ ବାଣିଜ୍ୟରେ ୨୩,୧୪୮ଜଣ ଛାତ୍ରଛାତ୍ରୀ…
ପିଣ୍ଟୁ ନନ୍ଦଙ୍କ ପରଲୋକ
ଭୁବନେଶ୍ବର : ଲୋକପ୍ରିୟ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ହାଇଦ୍ରାବାଦରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଗତ…
ଆଦାନୀ-ହିଣ୍ଡେନ୍ବର୍ଗ ବିବାଦ: ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ସେବିକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଳୀ: ଆଦାନୀ-ହିଣ୍ଡେନ୍ବର୍ଗ ମାମଲାର ତଦନ୍ତ କରି ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ବଜାର ନିୟାମକ ସଂସ୍ଥା ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ…
ରାଜ୍ୟ ଗଠନର ୬୦ ବର୍ଷ ପରେ ନାଗାଲାଣ୍ଡ ପାଇଲା ପ୍ରଥମ ମହିଳା ବିଧାୟକ
କୋହିମା : ରାଜ୍ୟ ଗଠନ ହେବାର ୬୦ ବର୍ଷ ପରେ ନାଗାଲାଣ୍ଡ ପ୍ରଥମଥର ପାଇଁ ଜଣେ ମହିଳା ବିଧାୟକଙ୍କୁ ପାଇଛି। ବିଜେପିର ସହଯୋଗୀ ଏନଡିପିପିରୁ ହେକାନି ଜାଖାଲୁ…
ହାଥରସ ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ୩ ଦୋଷ ମୁକ୍ତ
ଲକ୍ଷ୍ନୌ : ବହୁ ଚର୍ଚ୍ଚିତ ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ପରେ ହତ୍ୟାକାଣ୍ଡ ମାମଲରେ ଆସିଛି ବଡ଼ ରାୟ। ଏହି ମାମଲାର ଅଭିଯୁକ୍ତ ଥିବା ୪ ଜଣଙ୍କ ମଧ୍ୟରୁ…