ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ। ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା । ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ…
ବାଘ ଧରାପକାଇବାକୁ ଜଙ୍ଗଲରେ ଲାଗିଥିଲା ଟ୍ରାକ୍ କ୍ୟାମେରା ଚୋରି
କେନ୍ଦୁଝର: ବାଘକୁ ଧରାପକାଇବା ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ଟ୍ରାକ୍ କ୍ୟାମେରା ଚୋରି ହୋଇଯାଇଛି। କେନ୍ଦୁଝର ଜିଲ୍ଲାରେ ମହାବଳ ବାଘକୁ ନେଇ ବନ ବିଭାଗର ଚିନ୍ତା ବଢ଼ିଥିବା ବେଳେ ଏବେ ବାଘକୁ ଟ୍ରାକ୍ କରିବା ପାଇ ଲଗା ଯାଇଥିବା ଦୁଇଟି ଟ୍ରାକ୍…
ଦିବଂଗତ ନେତାଙ୍କ ଉପରେ କଟୁ ମନ୍ତବ୍ୟ ଦେବା ହିନ୍ଦୁ ପରମ୍ପରାରେ ଗ୍ରହଣୀୟ ନୁହେଁ-ବିଧାୟିକା ବର୍ଷା ସିଂ ବରିହା
ଭୁବନେଶ୍ୱର: ନବ ଦାସଙ୍କ ମୃତ୍ୟୁର ତଦନ୍ତକୁ ନେଇ ବିରୋଧୀଙ୍କ କଡ୍ଡା ସମାଲୋଚନା ପରେ ମୁହଁ ଖୋଲିଛନ୍ତି ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା। ବର୍ଷା ଟୁଇଟ କରି ଏପରି ସମାଲୋଚନାରୁ କ୍ଷାନ୍ତ ହେବାକୁ ବିରୋଧୀକୁ ଅନୁରୋଧ କରିଛନ୍ତି। ବିଜେଡି ବିଧାୟିକା ବର୍ଷା…
ଏଣିକି ସୁବିଧାରେ କିଣି ହେବ ଆପାର୍ଟମେଣ୍ଟ
ଭୁବନେଶ୍ବର : ଏଣିକି ଆପାର୍ଟମେଣ୍ଟ କିଣିବା ପାଇଁ ରହିବ ନାହିଁ କୌଣସି ଅସୁବିଧା। ସୁବିଧାରେ ଘର ପାଇଁ ରେଜିଷ୍ଟ୍ରେସନ କରି ହେବ। ବିଲଡରଙ୍କ ସହିତ ମଧ୍ୟ କୌଣସି ଝିଞ୍ଜଟ ରହିବ ନାହିଁ। କମନ ଏରିଆ ସହିତ ଜମିର ମାଲିକାନା ଓନର୍ ଆସୋସିଏସନ…
୧୪୨ କୋଟିରେ ନିର୍ମିତ ବିର୍ସାମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍ଘାଟନ କରିଛନ୍ତି। ସନ୍ଧ୍ୟା ପ୍ରାୟ ସାଢ଼େ ପାଞ୍ଚ ଟାରେ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମରେ ପହଂଚିଥିଲେ। ଷ୍ଟାଡିୟମ ଉଦଘାଟନ କରିବା ସହ ୯୬୪ କୋଟି ଟଙ୍କାର…
୧୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା: ଦୀର୍ଘ ଦିନର ଅନ୍ତରାଳେ, ଆଜି ଖୋର୍ଦ୍ଧା ଟାଉନ୍ ଥାନା ପୁଲିସ ୧୦ ଗ୍ରାମ ବ୍ରାଉନ୍ସୁଗାର ଜବତ କରିବା ସହ ଏହି ମାମଲାରେ ଜଣକୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଗତକାଲି ସକାଳ ପ୍ରାୟ ୧୦ଟା ବେଳେ…
ପୋଷ୍ଟ ଅଫିସରେ ଦୁର୍ନୀତି: ମିଥ୍ୟା ଏନ୍ଏସ୍ସି ସାର୍ଟିଫିକେଟ ଦେଇ ୨୦ ହଜାର ଆତ୍ମସାତ
ରାୟଗଡ଼ା: ରାୟଗଡ ଜିଲ୍ଲାର କୁମାର ଡାମୁଣି ଶାଖା ଡାକଘରେ ପୋଷ୍ଟ ମାଷ୍ଟର ମୁକେଶ ଚୌଧୁରୀଙ୍କ ବିରୋଧରେ ଟଙ୍କା ଆତ୍ମସାତ କରିବାର ସଂଗୀନ ଅଭିଯୋଗ। କୁମ୍ଭାରଢାମୁଣି ଗ୍ରାମର ରାମ ଚନ୍ଦ୍ର ପିଡିକାକା କୁମ୍ଭାରଢାମୁଣି ବ୍ରାଞ୍ଚ ପୋଷ୍ଟ ଅଫିସ ଦ୍ବାରା ପ୍ରାୟ ୫୦ ଲକ୍ଷ…
ମାଟ୍ରିକ ପରୀକ୍ଷା : ପୂର୍ବ ବର୍ଷଠାରୁ ୧୦ ପ୍ରତିଶତ କମ୍ ପରୀକ୍ଷାର୍ଥୀ
ଖୋର୍ଦ୍ଧା: ରାଜ୍ୟ ବୋର୍ଡ ଅଫ୍ ସେକେଣ୍ଡାରୀ ଏଡୁକେସନ୍ ପକ୍ଷରୁ ୧୦ମ ଶ୍ରେଣୀର ସମ୍ମେଟିଭ୍ ଆସେସମେଣ୍ଟ (ଏସ୍ଏ)- ୨ୟ ପରୀକ୍ଷା ମାର୍ଚ୍ଚ ୧୦ ତାରିଖ (ଶୁକ୍ରବାର) ଠାରୁ ଆରମ୍ଭ ହୋଇଯାଇଛି । ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ପରୀକ୍ଷା ଦେଇଥିବା ବିଦ୍ୟାର୍ଥୀଙ୍କ…
ଛାତରୁ ଖସିପଡ଼ିଲେ + ୨ ଛାତ୍ରୀ
ବଡ଼ବିଲ : ଛାତରୁ ଖସିପଡ଼ି + ୨ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା କେନ୍ଦୁଝର ଜିଲ୍ଲା ବଡ଼ବିଲ୍ ଥାନା ଅଞ୍ଚଳରେ ଘଟିଛି। ତେବେ ଛାତ୍ରୀ ଜଣକ ଛାତରୁ କେମିତି ପଡ଼ିଲେ, ତାହା ଜଣାପଡ଼ି ନାହିଁ। ପୁଲିସ…
ପାକିସ୍ତାନରେ ଦୁଗ୍ଧ ୧୫୦, ଚାଉଳ ୨୧୩, ଚିକେନ ୫୫୦, ଟମାଟର୍ କିଲୋ ୧୨୬ ଟଙ୍କା
ଇସ୍ଲାମ୍ବାଦ୍: ପାକିସ୍ତାନରେ ମହଙ୍ଗା ମାଡ଼ ଏବେ ଲୋକଙ୍କ ରହିବା ମୁସ୍କିଲ୍ କରିସାରିଲାଣି। ଯୋଗାଣ ଶୃଙ୍ଖଳାରେ ସମସ୍ୟା ହେତୁ ଅନେକ ବଡ଼ ବଡ଼ କମ୍ପାନି ସେମାନଙ୍କ ଅଫିସରେ ତାଲା ଝୁଲାଇଥିବା ବେଳେ ମହଙ୍ଗା ମାଡ଼ରେ ଧନୀ ବ୍ୟକ୍ତିଗଣ ବି ଦେଶ ଛାଡ଼ି ପଳାଉଛନ୍ତି।…