ଚୀନ୍ ବନ୍ଦରରେ ମାଲବାହୀ ଜାହାଜରେ ନିଆଁ: ୨୦ ମୃତ, ୫ ନିଖୋଜ
ବେଜିଂ: ଚୀନ୍ର ଏକ ବନ୍ଦରରେ ଏକ ମାଲବାହୀ ଜାହାଜରେ ନିଆଁ ଲାଗିବା ଯୋଗୁ ୨୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ନିଖୋଜ ଅଛନ୍ତି। ଜାହାଜଟି ଉତ୍ତର-ପୂର୍ବ ଚୀନ୍ ଉପକୂଳରେ ଥିବା ଏକ ପ୍ରମୁଖ ଜାହାଜ ଚଳାଚଳ କେନ୍ଦ୍ର କ୍ୱିଂଡାଓ…
ଜୋର୍ଡାନରେ ଇରାନର ବଡ଼ ଆକ୍ରମଣ: ଆମେରିକୀୟ ଏୟାରବେସ୍ କୁ ଟାର୍ଗେଟ୍
ଅମ୍ମାନ: ଗତ କିଛି ଦିନ ମଧ୍ୟରେ ଆମେରିକା ଅନେକ ଇରାନୀ ତେଲ ଟ୍ୟାଙ୍କରକୁ ନଷ୍ଟ କରିଦେଇଛି। ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) କହିଥିଲା ଯେ ଆମେରିକାର ଏହି ଆକ୍ରମଣର ଜବାବ ଖୁବ୍ ଶୀଘ୍ର ଦେବ। CBS ରିପୋର୍ଟ ଅନୁଯାୟୀ,…
ରିପବ୍ଲିକାନ୍ ବହୁମତ ବଜାୟ ରଖିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର, ଘୋଷଣା କଲେ ଟ୍ରମ୍ପ
ୱାଶିଂଟନ: ଆମେରିକୀୟଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ନଭେମ୍ବର ମଧ୍ୟବର୍ତ୍ତୀ ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପ୍ରତିନିଧି ସଭା ଓ ସିନେଟ୍ରେ ବହୁମତ ବଜାୟ ରଖିଲେ, ପ୍ରତ୍ୟେକ ବୟସ୍କ ଆମେରିକୀୟଙ୍କୁ ୫,୦୦୦ ଡଲାର ଦିଆଯିବ ବୋଲି ଟ୍ରମ୍ପ କହିଛନ୍ତି।…
କେନାଲରେ ବୁଡ଼ି ୨ ବର୍ଷର ଶିଶୁ ମୃତ
କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଘଟିଛି ଅଘଟଣ । ଘର ନିକଟରେ ଥିବା କେନାଲରେ ବୁଡ଼ିଯାଇ ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁ ଜଗନ୍ନାଥପୁର ଗାଁର ମଳୟ ମଲ୍ଲିକଙ୍କ ପୁଅ ମହେଶ…
ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ସହ ପ୍ରବଳ ପବନ ବହିବା ନେଇ ସତର୍କତା ଜାରି କଲା IMD
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୪୮ ଘଣ୍ଟା ପାଇଁ ପବନ ସମ୍ବନ୍ଧୀୟ ସତର୍କତା ଜାରି କରିଛି। IMD ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ…
ଉଦ୍ଧାର ହେଲେ ୧୦୧ ନିଖୋଜ ଶିଶୁ, ୭ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ
ଭୁବନେଶ୍ୱର : ମା’ କୋଳକୁ ଫେରିଲେ ନିଖୋଜ ଶିଶୁ । ଦୀର୍ଘ ଦିନ ପରେ ଘରକୁ ଫେରିଲେ ୧୦୧ ନିଖୋଜ ଶିଶୁ । ଏଥିପାଇଁ ସାତ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ। ମହିଳା ଓ ଶିଶୁ ଅପରାଧା ଶାଖା ପକ୍ଷରୁ…
UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୧୧ରେ ଓଡ଼ିଶା ନିବେଶ ସମ୍ମିଳନୀ
ଭୁବନେଶ୍ୱର : ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍ ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍…
‘ସୌର ରଥ’ ଅଭିଯାନ ଶୁଭାରମ୍ଭ: ରୁଫ୍ଟପ୍ ସୋଲାର ଆପଣାଇବାରେ ବାଲେଶ୍ୱର ଜିଲ୍ଲା ରାଜ୍ୟରେ ପ୍ରଥମ
ବାଲେଶ୍ୱର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦ୍ଦନ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନଓଡିଏଲ୍) ପକ୍ଷରୁ ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ଅଧୀନରେ ରୁଫ୍ଟପ୍ ସୋଲାର ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏହାର…
ପୂର୍ବତନ PACS ସେକ୍ରେଟାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ, ୧୪.୨୨ ଲକ୍ଷ ହେରଫେର ଅଭିଯୋଗ
ଭୁବନେଶ୍ୱର: ଆର୍ଥିକ ଅନିୟମିତତା ବିରୁଦ୍ଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ‘ଯୁବ ପ୍ରାଥମିକ କୃଷି ସମବାୟ ସମିତି’ (PACS) ଲିମିଟେଡର ପୂର୍ବତନ ସେକ୍ରେଟାରୀ ଚିନ୍ତାମଣି ମଲ୍ଲିକଙ୍କୁ ଗିରଫ କରିଛି।…
ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍କୁ ପୁଣି ଉଡ଼ିବ ବିମାନ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଥାଇଲାଣ୍ଡର ବ୍ୟାଙ୍କକ୍କୁ ପୁଣି ଆରମ୍ଭ ହେବ ବିମାନ ସେବା। ଆସନ୍ତା ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବ୍ୟାଙ୍କକ୍କୁ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି।ପ୍ରସନ୍ନ ପ୍ରଧାନଙ୍କ…