ପେଟ ରୋଗଜନିତ ଅନେକ ସମସ୍ୟାର ସମାଧାନ କରିପାରେ ଏହି ପାନୀୟ

ଆପଣ ପଇଡ଼ ପାଣି ପିଇବାର ଅଭ୍ୟାସ ରଖିଛନ୍ତି ତ? ଯଦି ରଖିନାହାନ୍ତି ତେବେ ତୁରନ୍ତ ଅଭ୍ୟାସ କରନ୍ତୁ। ସଂସାରରେ ଯେତେ ପ୍ରକାରର ପାନୀୟ ରହିଛି ସବୁଠାରୁ ଉତ୍ତମ ହେଉଛି ପଇଡ଼ପାଣି। ଏହାକୁ ପିଇବା ଦ୍ୱାରା ପେଟ ରୋଗଜନିତ ଅନେକ ସମସ୍ୟାର ସମାଧାନ…

ଓଡ଼ିଶାରେ ହାତୀ ସୁରକ୍ଷା ଓ ସଂରକ୍ଷଣକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦବେଗ

ଭୁବନେଶ୍ବର: ଓଡ଼ିଶାରେ ହାତୀ ସୁରକ୍ଷା ଓ ସଂରକ୍ଷଣକୁ ନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ ବଢ଼ୁଥିବା ହାତୀ ମୃତ୍ୟୁକୁ ନେଇ ସେ ଗଭୀର ଉଦବେଗ ପ୍ରକାଶ…

ବହୁଚର୍ଚ୍ଚିତ ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ କରୁଛି ଟେକ୍ନିକାଲ ଟିମ୍

ଭୁବନେଶ୍ବର: ବହୁଚର୍ଚ୍ଚିତ ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତର ଅଗ୍ରଗତି ସଂପର୍କରେ ଡିସିପି ପ୍ରତୀକ ସିଂ ପ୍ରତିକ୍ରିୟା ରଖିଛନ୍ତି। ଡିସିପି କହିଛନ୍ତି, ଡିଜେ ଆଜେକ୍ସଙ୍କ ମାଙ୍କ ଅଭିଯୋଗ ଉପରେ ତଦନ୍ତ ଚାଲିଛି। ମା କରିଥିବା ଅଭିଯୋଗକୁ ଆମେ…

ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି | ଆଜି ଦୁଇଦିନିଆ ପୁରୀ ଗସ୍ତ ସମାପନ କରି ସେ ସଡକପଥରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି | ନବୀନ-ମମତା ସାକ୍ଷାତ…

୨୪ଘଣ୍ଟା ମଧ୍ୟରେ ୮ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ‘ୟେଲୋଓ୍ଵାର୍ଣ୍ଣିିଂ’ ଜାରି: ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୪ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ସହ କାଳବୈଶାଖୀ…

ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର, ଏଣିକି ଏହା କଲେ ମିଳିବ ଅତିରିକ୍ତ ରିହାତି

ଭୁବନେଶ୍ୱର: ଓଡ଼ିଶାର ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି | ଏ ବର୍ଷ ବଢିବ ନାହିଁ ବିଦ୍ୟୁତ ଦର | ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ବା ଓଇଆରସି ପକ୍ଷରୁ ଏହି ସୂଚନା ଦିଆଯାଇଛି | ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ…

ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲେ ନରସିଂହ

ଭୁବନେଶ୍ୱର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି । ସ୍ଵରାଷ୍ଟ୍ର ବିଭାଗର ଖର୍ଚ୍ଚ ଦାବି ଦିନ ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଖିଥିବା ଉତ୍ତରକୁ ନେଇ ଆଣିଛନ୍ତି ସ୍ୱାଧିକାର…

‘ପଦ୍ମଶ୍ରୀ’ ପୁରସ୍କାରପ୍ରାପ୍ତ କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣୀ ଚରଣ କୁଅଁରଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀଠାରେ ‘ପଦ୍ମଶ୍ରୀ’ ପୁରସ୍କାରପ୍ରାପ୍ତ କେନ୍ଦୁଝର ଜିଲ୍ଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣୀ ଚରଣ କୁଅଁରଙ୍କୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ ଓଡ଼ିଶାର…

ରାସ୍ତା ଅତିକ୍ରମ କରୁଥିବା ବେଳେ ଚଢ଼ିଗଲା ଟ୍ରକ୍‌

କଟକ : ରାସ୍ତା ଅତିକ୍ରମ କରୁଥିବା ବେଳେ ଚଢ଼ିଗଲା ଟ୍ରକ୍‌। ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଣ୍ଟିଲୋ-ଖୋର୍ଦ୍ଧା ରାସ୍ତାରେ ଘଟିଛି। ଦୁର୍ଘଟଣା ପରେ କିଛି ସମୟ ପାଇଁ ରାସ୍ତାରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ଓଡ଼ିଶା ସରକାରଙ୍କ ଆତିଥ୍ୟକୁ ଭୂରି ଭୂରି ପ୍ରଶଂସା କଲେ ମମତା

ଭୁବନେଶ୍ବର : ଓଡ଼ିଶା ସରକାରଙ୍କ ଆତିଥ୍ୟକୁ ଭୂରି ଭୂରି ପ୍ରଶଂସା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କହିଲେ, ଓଡ଼ିଶାରେ ବହୁତ ଭଲ ଆତିଥ୍ୟ ଓ ଚର୍ଚ୍ଚା ମିଳିଲା, ପ୍ରଭୁ ଜଗନ୍ନାଥ ମନ୍ଦିରରେ ବହୁତ ଭଲ ଦର୍ଶନ ହେଲା, ଦାୟିତ୍ୱରେ ଥିବା…