ଭୀମସାରରେ ଭର୍ତ୍ତି ହେଲେ ଚଳିତ ବର୍ଷର ପ୍ରଥମ କୋଭିଡ ରୋଗୀ

ସମ୍ବଲପୁର : ଭୀମସାରରେ ଚଳିତ ବର୍ଷର ପ୍ରଥମ କୋଭିଡ ରୋଗୀ ଭର୍ତ୍ତି ହେଇଛନ୍ତି l ରୋଗୀ ଜଣକ ହେଉଛନ୍ତି ବଲାଙ୍ଗୀର ଜ଼ିଲ୍ଲାର ଜଣେ ବୟସ୍କ ବ୍ୟକ୍ତି l ପ୍ରଥମେ ବଲାଙ୍ଗୀର ମେଡ଼ିକାଲରେ ତାଙ୍କର ଟେଷ୍ଟ ରେ କୋଭିଡ ରେ ସଂକ୍ରମିତ ହୋଇଥିବା…

ମାଟ୍ରିକ ପରୀକ୍ଷା ଚାପ: ଜୀବନ ହାରିଦେଲେ ଛାତ୍ରୀ

ଯାଜପୁର: ମାଟ୍ରିକ ପରୀକ୍ଷା ସରିବାର ଦିନକ ପୂର୍ବରୁ ଆତ୍ମହତ୍ୟା କଲେ ଛାତ୍ରୀ । ଦୁଇଟି ପରୀକ୍ଷାରେ ଖରାପ କରିଥିବାରୁ ଗତକାଲି ରାତିରେ ସେ ଆତ୍ମହତ୍ୟା କରି ଦେଇଛନ୍ତି । ଏମିତି ଦୁଃଖଦ ଖବର ଆସିଛି ଯାଜପୁର ଜିଲ୍ଲାରୁ । ମୃତା ଛାତ୍ରୀ…

ବିଧାୟକ ସୁଶାନ୍ତ ସିଂଙ୍କ ଘରକୁ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର: ନବଦାସ ହତ୍ୟା ମାମଲାକୁ ନେଇ ତାତିଲା ଛାତ୍ର କଂଗ୍ରେସ । ସରଗରମ ହେଲା ରାଜ୍ୟ ରାଜନୀତି । ଏହି ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଦାବିରେ ତାଙ୍କ ସରକାରୀ ବାସଭବନ ଘେରାଉ…

ସରିଲା ମାଟ୍ରିକ ପରୀକ୍ଷା, ଅପ୍ରେଲ ୩ ରୁ ଖାତା ଦେଖା ଆରମ୍ଭ

କଟକ: ଆଜି ସରିଛି ମାଟ୍ରିକ ପରୀକ୍ଷା। ଏପ୍ରିଲ୍ ୩ ତାରିଖ ରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ।୫୬ ଟି ମୂଲ୍ୟାୟନ କେନ୍ଦ୍ରରେ କରାଯିବ ମୂଲ୍ୟାୟନ।ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତା ଗୁଡ଼ିକ ସୁରକ୍ଷାରେ ଯିବ । ଆସନ୍ତା ୪୫ ଦିନ ମଧ୍ୟରେ…

ଗଞ୍ଜେଇ ଚାଲାଣରେ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

ମାଲକାନଗିରି: ଗଞ୍ଜେଇ ଚାଲାଣରେ ପୋଲିସ କନେଷ୍ଟବଳ । ଗଞ୍ଜେଇ ଚାଲାଣ ଅଭିଯୋଗରେ ପୋଲିସକୁ ବାନ୍ଧିଲା ପୋଲିସ । ମାଲକାନଗିରି ଥାନା ମାର୍କାପାଲ୍ଲୀ ଠାରେ ଜଣେ ଗଂଜେଇ ବେପାରୀ ଶରତ ଚନ୍ଦ୍ର ହନ୍ତାଳ ଗଂଜେଇ ଚାଲାଣ କରୁଥିବା ଖବର ମିଳିଥିଲା । ମାଲକାନଗିରି…

ଜାଳ ଆଣୁଥିବା ବେଳେ ବୃଦ୍ଧାଙ୍କୁ ଝାମ୍ପିନେଲା ମହାବଳ ବାଘ

ନୂଆପଡା: ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡା ଜିଲ୍ଳାରେ । ଜଣେ ବୃଦ୍ଧାଙ୍କୁ ଘର ପଛପଟୁ ଝାମ୍ପିନେଇଛି ମହାବଳ ବାଘ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ଜଳମଡେଇ ଗାଁରେ ଘଟିଛି ଏହି ଦୁର୍ଘଟଣା । ବୃଦ୍ଧାଙ୍କ…

ବରମୁଣ୍ଡା ନିର୍ମାଣାଧୀନ ବସ୍‌ ଟର୍ମିନାଲ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟ ସଚିବ

ଭୁବନେଶ୍ୱର : ବରମୁଣ୍ଡାର ନିର୍ମାଣାଧୀନ ଇଣ୍ଟର ଷ୍ଟେଟ୍‌ ବସ୍‌ ଟର୍ମିନାଲ ISBT ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା । ୧୫.୫ ଏକର ଜାଗାରେ ଏହି ବସ ଟର୍ମିନାଲ ନିର୍ମାଣ କରାଯାଉଛି । ଅନ୍ତଃ ଓ…

ମାନସିକ ରୋଗରେ ପୀଡ଼ିତ ଥିଲା ଅଭିଯୁକ୍ତ ଗୋପାଳ ଦାସ, ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଉତ୍ତର

ଭୁବନେଶ୍ୱର : ମାନସିକ ରୋଗରେ ପୀଡ଼ିତ ଥିଲା ନବ ଦାସଙ୍କ ହତ୍ୟାକାରୀ ଅଭିଯୁକ୍ତ ଗୋପାଳ ଦାସ। ବାଇପୋଲାର ଡିସ୍‌ଅର୍ଡରରେ ପୀଡ଼ିତ ଥିବାରୁ ଏଥିପାଇଁ ଚିକିତ୍ସିତ ମଧ୍ୟ ହୋଇଥିଲା। ପ୍ରଥମେ ୬୦ ଦିନ ଓ ପରେ ୧୧୯ ଦିନ ବାଇପୋଲାର ଡିସଅର୍ଡର ପାଇଁ…

DJ ଆଜେକ୍ସ ଆତ୍ମହତ୍ୟା ମାମଲା, ବାନ୍ଧବୀ ଓ ପୁରୁଷବନ୍ଧୁଙ୍କ CDR ରିପୋର୍ଟ ମାଗିଲା ପୋଲିସ

ଭୁବନେଶ୍ୱର : ଅକ୍ଷୟ ମହାରଣା ଓରଫ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ଆତ୍ମହତ୍ୟା ମାମଲାରେ ଖୋଳତାଡ ଜାରି ରଖିଛି ଭୁବନେଶ୍ୱର ଖାରବେଳନଗର ଥାନା ପୋଲିସ । ଆତ୍ମହତ୍ୟା ପଛରେ ଅର୍ଥ ଦେଣନେଣ ଓ ବ୍ଲାକମେଲିଂ ନେଇ ପୋଲିସକୁ ସୁରାକ୍ ମିଳିଥିବା ଚର୍ଚ୍ଚା ହେଉଛି।…

ରାଜଧାନୀରୁ ଅପହୃତ ଉଦ୍ଧାର, ୩ ଗିରଫ, ୫ ଲକ୍ଷ ମୁଣ୍ଡ ଜାମିନ ରଖିଥିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ରାଜଧାନୀରୁ ଜଣେ ବ୍ୟକ୍ତିଙ୍କୁ ଅପହରଣ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଉଦ୍ଧାର କରିବା ସହ ଏହି ଅପହରଣ ମାମଲାରେ ଜଡିତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଅପହୃତ ଜଣକ ହେଲେ ମନୋଜ ସେଠୀ । ତାଙ୍କୁ…