ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର : ଅର୍ଚ୍ଚନା ନାଗଙ୍କ ସ୍ୱାମୀଙ୍କୁ ମିଳିଲା ଜାମିନ୍‌ । ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ୍‌ ଦେଲେ ହାଇକୋର୍ଟ । ଖଣ୍ଡିଗିରି ଥାନାରେ ଶ୍ରଦ୍ଧାଞ୍ଜଳି କରିଥିବା ମାମଲାରେ ଜାମିନ୍‌ ମିଳିଛି । ୩ଟି ମାଲାରୁ ମାତ୍ର ଗୋଟିଏ ମାମଲାରେ ଜଗବନ୍ଧୁଙ୍କୁ ସର୍ତ୍ତମୂଳକ…

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ…

ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼, ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼। ପ୍ରଭାବରେ ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା…

ଡ୍ରାଇଭରଙ୍କ ଦାବି ପାଇଁ ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି : ମନ୍ତ୍ରୀ

ଭୁବନେଶ୍ବର: ୧୦ ଦଫା ଦାବିରେ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ପରିବହନ ସଚିବ ଉଷା ପାଢୀ। ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ…

ଅନଲାଇନ ଗେମିଙ୍ଗ ଓ ବେଟିଂ ଆପର ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ବର : ଇଓଡବ୍ଲୁ ପଞ୍ଝାରେ ଜାଲ୍‌ କମ୍ପାନୀର ଜଣେ ନିର୍ଦ୍ଦେଶକ। ଅନଲାଇନ ଗେମିଙ୍ଗ ଓ ବେଟିଂ ଆପ 18football. Comକମ୍ପାନୀ ନିର୍ଦ୍ଦେଶକଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା। ଅନଲାଇନ୍‌ ବେଟିଂ ଓ ପୁଞ୍ଜି ଠକେଇ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ…

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ

ଭୁବନେଶ୍ୱର: ୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ। ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଅଧୀନରେ ମା ଓ ଶିଶୁ ବିକାଶ ସହିତ ନିରାପଦ ମାତୃତ୍ଵ ପାଇଁ କାମ କରି ଆସୁଥିବା ଆଶା କର୍ମୀମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ…

ପୁଲିସ୍‌ ଉପରକୁ ବୋମା ମାଡ଼

ବ୍ରହ୍ମପୁର: ପୁଲିସ୍‌ ଉପରକୁ ବୋମା ମାଡ଼ ହୋଇଛି। ଆଜି ଏପରି ଚିତ୍ର ଆସିଛି ବ୍ରହ୍ମପୁରରୁ। ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ବେଳେ ହୋଇଛି ବୋମା ମାଡ଼। ଅଳ୍ପକେ ବର୍ତ୍ତିଲା ପୁଲିସ୍‌ କର୍ମଚାରୀଙ୍କ ଜୀବନ। ମଙ୍ଗଳବାର ଲକ୍ଷ୍ମୀନୃସିଂହ ସାହିରେ ଏକ ଘରକୁ ବୋମାମାଡ଼ ହୋଇଥିଲା।…

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ରାସ୍ତା ଉପରେ ଛିଡା ହୋଇ ରହିଛି ହଜାର ହଜାର ଟ୍ରକ

ଭୁବନେଶ୍ବର: ୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଆଉ ଏହି ଆନ୍ଦୋଳନର…

ବିନା ୟୁନିଫର୍ମରେ ବିଦ୍ୟାଳୟକୁ ଯିବୁ: ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ବର: ତିନି ମାସ ସମୟ ନେଲେ ସରକାର। ହେଲେ ଦାବି ପୂରଣ କଲେନି। ତେଣୁ ପୁଣିଥରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛନ୍ତି ପ୍ରାଥମିକ ଶିକ୍ଷକ। ଆଉ ଆଜି ଆନ୍ଦୋଳନକୁ ପୁଲିସ ଅନୁମତି ଦେଇନଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

୯୦ ସେକେଣ୍ଡରେ ମାତୃଗର୍ଭସ୍ଥ ଭୃଣର ହେଲା ହୃତପିଣ୍ଡ ଅସ୍ତ୍ରୋପଚାର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀସ୍ଥିତ ଏମ୍ସ ମେଡିକାଲର ଡାକ୍ତରମାନେ ଚିକିତ୍ସା କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ କାମ କରି ଚର୍ଚ୍ଚାରେ ରହିଛନ୍ତି। ଶୀର୍ଷକ ପଢ଼ି ଆପଣ ନିଶ୍ଚୟ ଆଶ୍ଚର୍ଯ୍ୟ ହେଉଥିବେ କି ବାସ୍ତବରେ କ’ଣ ଏଭଳି ଅସ୍ତ୍ରୋପଚାର ହୋଇଛି। ଆଜ୍ଞା ହଁ ଏସବୁ ସମ୍ଭବ କରି…