ସେବାଶ୍ରମରେ ଗରମ ଡାଲି ପଡ଼ି ଛାତ୍ର ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷୟିତ୍ରୀ, ମଙ୍ଗଳ ସଂପ୍ରସାରଣ ଅଧିକାରୀ ନିଲମ୍ବିତ
କୋଇଡା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ ଅନ୍ତର୍ଗତ ଡେଙ୍ଗୁଳାସ୍ଥିତ ସେବାଶ୍ରମରେ ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟଣାରେ ଆଦିବାସୀ ଉନ୍ନୟନ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ କାର୍ମେଲା ବିଲୁଙ୍ଗ ଓ ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ…
ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାକୁ ଏସ୍ଏଚଜିଙ୍କ ସହାୟତା ନିଆଯାଇଛି : ପ୍ରଦୀପ ଅମାତ
ଭୁବନେଶ୍ୱର: ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାକୁ ଏସ୍ଏଚଜିଙ୍କ ସହାୟତା ନିଆଯାଇଛି । ବିଧାନସଭାରେ ପ୍ରଶ୍ନକାଳରେ ଉତ୍ତର ଦେଲେ ଜଙ୍ଗଳ ମନ୍ତ୍ରୀ ପ୍ରଦୀପ ଅମାତ । ଧାନ କାଟିଲା ପରେ ବଳକା ଅଂଶରେ ଚାଷୀଚ ନିଆଁ ଲଗାଇ ଦେଉଛି । ଯେଉଁଥି ପାଇଁ…
ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍
ନବରଙ୍ଗପୁର: ପୁଣି ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ନବରଙ୍ଗପୁର ଜିଲ୍ଲାରେ ହିନ୍ଦୀ ଓ ସଂସ୍କୃତ ପେପର୍ ପ୍ରଶ୍ନ ଲିକ୍ ହୋଇଥିବା ଅଭିଯୋଗ ହୋଇଛି । ପ୍ରଥମେ ହିନ୍ଦୀ ପ୍ରଶ୍ନପତ୍ର ଓ ପରେ ସଂସ୍କୃତ ପ୍ରଶ୍ନର ଅବଜେକଟିଭ୍ ଉତ୍ତର ଲିକ୍…
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ତିନି ବର୍ଷରେ ୨୦୮୭ଟି ରାସ୍ତା ନିର୍ମାଣ ହୋଇଛି: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଗତ ୩ ବର୍ଷରେ (୨୦୨୦-୨୦୨୩) ରାଜ୍ୟରେ ୨୪୨୨ କୋଟି ବ୍ୟୟରେ ୭୫୦ଟି ରାସ୍ତା ନିର୍ମାଣ ହୋଇଛି। ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେ଼ଇ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ଏକ ମୁଲତବୀ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି,…
ଜୟନାରାୟଣ ମିଶ୍ରଙ୍କୁ ଆସନ୍ତା ୧୭ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ଵର: ବଢ଼ିଲା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଡୁଆ । ୨୦୧୮ ବିଜେପୁର ଉପନିର୍ବାଚନ ବେଳେ ହୋଇଥିବା ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ତାଙ୍କୁ ହାଜର ହେବାକୁ ନୋଟିସ୍ ହୋଇଛି । ଆସନ୍ତା ୧୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ…
ଭାରତ ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପ୍ ଫାଇନାଲ୍ରେ: ଜୁନ୍ ୭ରୁ ଓଭାଲରେ ଅଷ୍ଟ୍ରେଲିଆ ସହ ଫାଇନାଲ୍
ଅହମଦାବାଦ: ଶେଷ ମ୍ୟାଚ୍କୁ ଅମୀମାଂସିତ ରଖିବା ପରେ ଭାରତ ଲଗାତାର ଚତୁର୍ଥ ଥର ପାଇଁ ବର୍ଡର-ଗାଭାସ୍କର ଟ୍ରଫି ଜିତିଛି। କିନ୍ତୁ ଖ୍ରୀଷ୍ଟଚର୍ଚ୍ଚରେ ଚାଲିଥିବା ନ୍ୟୁଜିଲାଣ୍ଡ୍ ବିପକ୍ଷ ପ୍ରଥମ ଟେଷ୍ଟ୍ରେ ଶ୍ରୀଲଙ୍କାର ପରାଜୟ ଯୋଗୁଁ ରୋହିତ ଶର୍ମାଙ୍କ ନେତୃତ୍ବାଧିନ ଦଳ ଆଇସିସି ବିଶ୍ବ…
‘ଯଦି ମୁଁ ଜେଲ ନଯିବି; ସେମାନେ ମୋତେ ହତ୍ୟା କରିବେ…’ ଦେଶବାସୀଙ୍କୁ ଭିଡିଓ ବାର୍ତ୍ତାରେ କହିଲେ ଇମ୍ରାନ ଖାନ୍
ଲାହୋର/ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କୁ ତାଙ୍କ ଲାହୋର ବାସଭବନରୁ ଗିରଫ କରିବା ପାଇଁ ପାକିସ୍ତାନ ପୁଲିସର ପ୍ରୟାସକୁ ତାଙ୍କ ସମର୍ଥକମାନେ ଅବରୋଧ କରୁଥିବା ବେଳେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି, ଯେଉଁଥିରେ ସେ…
ମୋଦୀଙ୍କୁ ହତ୍ୟା କରିବାକୁ କଂଗ୍ରେସ ଚାହୁଁଛି: କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ
ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ସାଂସଦ ଗିରିରାଜ ସିଂ ଆଜି କଂଗ୍ରେସ ଦଳ ବିରୋଧରେ ଏକ ବଡ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା କରିବାକୁ କଂଗ୍ରେସ ଚାହୁଁଛି। ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ଢିଲା ସୁରକ୍ଷାକୁ ଦର୍ଶାଇ…
ମୋର କିଛି ହୋଇଗଲେ କେନ୍ଦ୍ର ସରକାର ଦାୟୀ ରହିବେ: ସତ୍ୟପାଲ
ନୂଆଦିଲ୍ଲୀ: ଜମ୍ମୁକଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଏଣିକି ଆଉ ଜେଡ ପ୍ଲସ ସୁରକ୍ଷା ମିଳିବ ନାହିଁ। କେନ୍ଦ୍ର ସରକାର ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରର ଏହି ନିଷ୍ପତ୍ତି ସମ୍ପର୍କରେ ସତ୍ୟପାଲ ମଲିକ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ…
ସ୍କୁଲ ଫି ଦେଇନପାରିବାରୁ ଛାତ୍ରଙ୍କ କେଶ କାଟିଦେଲେ ଶିକ୍ଷକ!
ଲଖନଉ: ସ୍କୁଲ ଫି ଦେଇନପାରିବାରୁ ଛାତ୍ରଙ୍କ କେଶ କାଟିଦେଲେ ଶିକ୍ଷକ | ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ହୋଲି ଚାଇଲ୍ଡ ଏକାଡେମୀରେ ଫି ନଦେବା କାରଣରୁ ଦୁଇ ପିଲାଙ୍କ କେଶ କାଟି ଦିଆଯାଇଥିବାର ଘଟଣା ସାମ୍ନାକୁ ଆସିଛି | ଏହି ଘଟଣାକୁ ନେଇ…